1 Kings 1:12 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭର ଓ ତୁମ୍ଭ ପୁତ୍ର ଶଲୋମନର ଜୀବନ ବିପଦପୂର୍ଣ। ତୁମ୍ଭେ ନିଜର ଓ ନିଜ ପୁତ୍ର ଶଲୋମନର ଜୀବନ କିପରି ରକ୍ଷା କରିପାରିବ, ମୁଁ ତୁମ୍ଭକୁ ମନ୍ତ୍ରଣା ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ମନ୍ତ୍ରଣା ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭର ଓ ତୁମ୍ଭ ପୁତ୍ର ଶଲୋମନର ଜୀବନ ବିପଦପୂର୍ଣ୍ଣ। ତୁମ୍ଭେ ନିଜର ଓ ନିଜ ପୁତ୍ର ଶଲୋମନର ଜୀବନ କିପରି ରକ୍ଷା କରି ପାରିବ, ମୁଁ ତୁମ୍ଭକୁ ମନ୍ତ୍ରଣା ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।