1 Kings 1:14 — Compare Translations
5 translations compared side by side
Odia - 1840
"ଆମ୍ଭେ ଯେତବେେଳେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବ, ମୁଁ ସଠାେରେ ପହଞ୍ଚିବି ଏବଂ ତୁମ୍ଭେ ସେ ସ୍ଥାନ ଛାଡିଲା ପରେ ମୁଁ ତୁମ୍ଭର କଥାଗୁଡିକ ନିଶ୍ଚିତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେତେବେଳେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବ, ମୁଁ ସେଠାରେ ପହଞ୍ଚିବି ଏବଂ ତୁମ୍ଭେ ସେ ସ୍ଥାନ ଛାଡ଼ିଲା ପରେ ମୁଁ ତୁମ୍ଭର କଥାଗୁଡ଼ିକ ନିଶ୍ଚିତ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।