1 Kings 1:15 — Compare Translations
5 translations compared side by side
Odia - 1840
"ଏଥି ରେ ବତ୍ଶବୋ ଶଯନାଗାର ଭିତରକୁ ୟାଇ ରାଜାଙ୍କୁ ଦେଖିଲେ। ସେତବେେଳେ ରାଜା ଅତ୍ଯନ୍ତ ବୃଦ୍ଧ ଥିଲେ। ଶୁନମେୀୟା ୟୁବତୀ ଅବୀଶଗ ରାଜାଙ୍କର ପରିଚର୍ୟ୍ଯା କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବତ୍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ବତ୍ଶେବା ଶୟନାଗାର ଭିତରକୁ ଯାଇ ରାଜାଙ୍କୁ ଦେଖିଲେ। ସେତେବେଳେ ରାଜା ଅତ୍ୟନ୍ତ ବୃଦ୍ଧ ଥିଲେ। ଶୁନେମୀୟା ଯୁବତୀ ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବତ୍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବତ୍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।