1 Kings 1:17 — Compare Translations

5 translations compared side by side

Odia - 1840
"ବତ୍ଶବୋ କହିଲେ, ହେ ମାରେ ମହାଶୟ, ଆପଣ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନାମ ରେ ଏ ଦାସୀ ନିକଟରେ ପ୍ରତିଜ୍ଞା କରିଥିଲେ ଯେ, 'ମାେ ଉତ୍ତା ରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚଯ ରାଜା ହବେ ଓ ସେ ମାେ ସିଂହାସନ ରେ ବସିବ'।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ତାଙ୍କୁ କହିଲା, ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ ।
Odia Bible ERV 2004 (ପବିତ୍ର ବାଇବଲ)
ବ‌ତ୍‌ଶେବା କହିଲେ, “ହେ ମୋର ମହାଶୟ, ଆପଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ଏ ଦାସୀ ନିକଟରେ ପ୍ରତିଜ୍ଞା କରିଥିଲେ ଯେ, ‘ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ସେ ମୋ’ ସିଂହାସନରେ ବସିବ’।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୁ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ।”