1 Kings 1:18 — Compare Translations
5 translations compared side by side
Odia - 1840
"ମାତ୍ର ବର୍ତ୍ତମାନ ଆପଣଙ୍କ ଅଜ୍ଞାତ ରେ ଅଦୋନିଯ ରାଜ୍ଯ କରୁଅଛି। ଅଥଚ ଆପଣ ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବର୍ତ୍ତମାନ ଆପଣଙ୍କ ଅଜ୍ଞାତରେ ଅଦୋନିୟ ରାଜ୍ୟ କରୁଅଛି। ଅଥଚ ଆପଣ ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋ’ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।