1 Kings 1:19 — Compare Translations
5 translations compared side by side
Odia - 1840
"ଆଉ ସେ ଅନକେ ମଷେ, ବୃଷ ଓ ପୁଷ୍ଟ ପଶୁ ମାରି ମହାରାଜାଙ୍କ ସମସ୍ତ ପୁତ୍ରମାନଙ୍କୁ, ଅବିଯାଥର ଯାଜକଙ୍କୁ ଓ ଯୋୟାବ ସନୋପତିଙ୍କୁ ନିମନ୍ତ୍ରଣ କରିଅଛି, ମାତ୍ର ଆପଣଙ୍କ ବିଶ୍ବସ୍ତ ପୁତ୍ର ଶଲୋମନଙ୍କୁ ଡାକି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଅନେକ ବୃଷ ଓ ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକକୁ ଓ ଯୋୟାବ ସେନାପତିକି ନିମନ୍ତ୍ରଣ କରିଅଛି; ମାତ୍ର ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ଅନେକ ମେଷ, ବୃଷ ଓ ପୁଷ୍ଟ ପଶୁ ମାରି ମହାରାଜାଙ୍କ ସମସ୍ତ ପୁତ୍ରମାନଙ୍କୁ, ଅବିୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛି, ମାତ୍ର ଆପଣଙ୍କ ବିଶ୍ୱସ୍ତ ପୁତ୍ର ଶଲୋମନଙ୍କୁ ଡାକି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।