1 Kings 1:2 — Compare Translations

5 translations compared side by side

Odia - 1840
"ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, ଆମ୍ଭମାନେେ ଆପଣଙ୍କ ସବୋ ନିମନ୍ତେ ଏକ ୟୁବତୀ କନ୍ଯା ଖାଜେି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦବୋକୁ ଆପଣଙ୍କ କୋଳ ରେ ଶଯନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ଵେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, “ଆମ୍ଭେମାନେ ଆପଣଙ୍କ ସେବା ନିମନ୍ତେ ଏକ ଯୁବତୀ କନ୍ୟା ଖୋଜି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦେବାକୁ ଆପଣଙ୍କ କୋଳରେ ଶୟନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।
Odia IRV 2017 (ଓଡିଆ ବାଇବେଲ)