1 Kings 1:20 — Compare Translations
5 translations compared side by side
Odia - 1840
"ହେ ମାରେ ମହାଶୟ ମହାରାଜା, ବର୍ତ୍ତମାନ ସମଗ୍ର ଇଶ୍ରାୟେଲବାସୀ ଆପଣଙ୍କ ଉପରେ ଦୃଷ୍ଟି ରଖିଛନ୍ତି। ସମାନେେ ଦେଖିବା ପାଇଁ ଅପେକ୍ଷା କରିଛନ୍ତି। ଆପଣଙ୍କ ଅନ୍ତେ କାହାକୁ ଆପଣ ସିଂହାସନ ରେ ବସାଇ ରାଜା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ମହାଶୟ ମହାରାଜା, ବର୍ତ୍ତମାନ ସମଗ୍ର ଇସ୍ରାଏଲବାସୀ ଆପଣଙ୍କ ଉପରେ ଦୃଷ୍ଟି ରଖିଛନ୍ତି। ସେମାନେ ଦେଖିବା ପାଇଁ ଅପେକ୍ଷା କରିଛନ୍ତି। ଆପଣଙ୍କ ଅନ୍ତେ କାହାକୁ ଆପଣ ସିଂହାସନରେ ବସାଇ ରାଜା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ମୋହର ପ୍ରଭୁ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।