1 Kings 1:21 — Compare Translations
5 translations compared side by side
Odia - 1840
"ତେଣୁ ଆପଣ ମୃତ୍ଯୁ ପୂର୍ବରୁ କିଛି ଗୋଟିଏ ସ୍ଥିର କରନ୍ତୁ। ତା'ପରେ ନ ହେଲ ଆପଣ ଆପଣଙ୍କ ପିତୃପୁରୁଷଙ୍କ ସହିତ ସମାଧିସ୍ଥ ହେଲାପରେ ମୁଁ ଓ ମାରେ ପୁତ୍ର ଶଲୋମନ ଦୋଷୀ ବୋଲି ପରିଗଣିତ ହବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃ-ଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆପଣ ମୃତ୍ୟୁ ପୂର୍ବରୁ କିଛି ଗୋଟିଏ ସ୍ଥିର କରନ୍ତୁ। ତା’ପରେ ନ ହେଲେ ଆପଣ ଆପଣଙ୍କ ପିତୃପୁରୁଷଙ୍କ ସହିତ ସମାଧିସ୍ଥ ହେଲା ପରେ ମୁଁ ଓ ମୋର ପୁତ୍ର ଶଲୋମନ ଦୋଷୀ ବୋଲି ପରିଗଣିତ ହେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।
Odia IRV 2017 (ଓଡିଆ ବାଇବେଲ)
ନୋହିଲେ ମୋ’ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋ’ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।