1 Kings 1:22 — Compare Translations
5 translations compared side by side
Odia - 1840
"ବତ୍ଶବୋ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ବେଳେ ଭବିଷ୍ଯଦ୍ବକ୍ତା ନାଥନ ସଠାେରେ ଉପସ୍ଥିତ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବତ୍ଶେବା ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ବେଳେ ଭବିଷ୍ୟଦ୍ବକ୍ତା ନାଥନ ସେଠାରେ ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହେଲେ।