1 Kings 1:23 — Compare Translations
5 translations compared side by side
Odia - 1840
"ରାଜାଙ୍କର ଦାସମାନେ ରାଜାଙ୍କୁ କହିଲେ, ଭବିଷ୍ଯଦ୍ବକ୍ତା ନାଥନ ଏଠା ରେ ଉପସ୍ଥିତ। ତା'ପରେ ନାଥନ ରାଜାଙ୍କ ସମ୍ମୁଖକୁ ୟାଇ ତାଙ୍କୁ ନତମସ୍ତକ ହାଇେ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ ରାଜାଙ୍କୁ କହିଲେ, ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍ବକ୍ତା । ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କର ଦାସମାନେ ରାଜାଙ୍କୁ କହିଲେ, “ଭବିଷ୍ୟଦ୍ବକ୍ତା ନାଥନ ଏଠାରେ ଉପସ୍ଥିତ।” ତା’ପରେ ନାଥନ ରାଜାଙ୍କ ସମ୍ମୁଖକୁ ଯାଇ ତାଙ୍କୁ ନତମସ୍ତକ ହୋଇ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”