1 Kings 1:24 — Compare Translations

5 translations compared side by side

Odia - 1840
"ନାଥନ କହିଲେ, ହେ ମାରେ ମହାରାଜ, ଆପଣ କ'ଣ ଘାଷେଣା କରିଛନ୍ତି କି ଆପଣଙ୍କ ପରେ ଅଦୋନିଯ ରାଜ୍ଯ କରିବେ ଓ ଆପଣଙ୍କ ସିଂହାସନକୁ ଅଧିକାର କରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନାଥନ କହିଲେ, ହେ ମୋହର ପ୍ରଭୋ ମହାରାଜ, ମୋʼଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ନାଥନ କହିଲେ, ହେ” ମୋର ମହାରାଜ, ଆପଣ କ’ଣ ଘୋଷଣା କରିଛନ୍ତି କି ଆପଣଙ୍କ ପରେ ଅଦୋନିୟ ରାଜ୍ୟ କରିବେ ଓ ଆପଣଙ୍କ ସିଂହାସନକୁ ଅଧିକାର କରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୋ ମହାରାଜ, ମୋʼ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୁ ମହାରାଜ, ମୋ’ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋ’ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?”