1 Kings 1:25 — Compare Translations

5 translations compared side by side

Odia - 1840
"କାରଣ ସେ ଆଜି ୟାଇ ଉପତ୍ୟକା ରେ ଅନକେ ମଷେ, ବୃଷ ଓ ପୁଷ୍ଟ ପଶୁ ମାରି ସମସ୍ତ ରାଜପୁତ୍ରମାନଙ୍କୁ ଓ ସନୋପତିମାନଙ୍କୁ ଏବଂ ଅବିଯାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି। ସମାନେେ ଏକତ୍ରୀତ ହାଇେ ଭୋଜନ ପାନ କରୁଛନ୍ତି ଓ କହୁଛନ୍ତି, 'ରାଜା ଅଦୋନିଯ ଚିରଜୀବି ହୁଅନ୍ତୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆଜି ଯାଇ ଅନେକ ବୃଷ ଓ ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବିୟାଥର ଯାଜକକୁ ନିମନ୍ତ୍ରଣ କରିଅଛି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନିୟ ରାଜା ଚିରଜୀବୀ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ଆଜି ଯାଇ ଉପତ୍ୟକାରେ ଅନେକ ମେଷ, ବୃଷ ଓ ପୁଷ୍ଟ ପଶୁ ମାରି ସମସ୍ତ ରାଜପୁତ୍ରମାନଙ୍କୁ ଓ ସେନାପତିମାନଙ୍କୁ ଏବଂ ଅବିୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି। ସେମାନେ ଏକତ୍ରିତ ହୋଇ ଭୋଜନ ପାନ କରୁଛନ୍ତି ଓ କହୁଛନ୍ତି, ‘ରାଜା ଅଦୋନିୟ ଚିରଜୀବି ହୁଅନ୍ତୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)