1 Kings 1:26 — Compare Translations

5 translations compared side by side

Odia - 1840
"କିନ୍ତୁ ସେ ମାେତେ, ସାଦୋକ ଯାଜକଙ୍କୁ, ଯିହାୟୋଦାରଦାର ପୁତ୍ର ବନାଯକୁ ଓ ଆପଣଙ୍କ ପୁତ୍ର ଶଲୋମନକୁ ନିମନ୍ତ୍ରଣ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକକୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ମୋତେ, ସାଦୋକ ଯାଜକଙ୍କୁ, ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ପୁତ୍ର ଶଲୋମନକୁ ନିମନ୍ତ୍ରଣ କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।