1 Kings 1:27 — Compare Translations
5 translations compared side by side
Odia - 1840
"ମାରେ ମହାରାଜ, ଆପଣ ଆମ୍ଭମାନଙ୍କୁ ନ ଜଣାଇ ଏହି କାର୍ୟ୍ଯ କରିଛନ୍ତି କି? ଦୟାକରି କୁହନ୍ତୁ କିଏ ଆପଣଙ୍କ ଅନ୍ତେ ସିଂହାସନ ରେ ବସିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କର୍ମ କି ମୋʼ ପ୍ରଭୁ ମହରାଜଙ୍କ ଦ୍ଵାରା ହେଲା, ଆଉ ମୋʼ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ମୋର ମହାରାଜ, ଆପଣ ଆମ୍ଭମାନଙ୍କୁ ନ ଜଣାଇ ଏହି କାର୍ଯ୍ୟ କରିଛନ୍ତି କି? ଦୟାକରି କୁହନ୍ତୁ କିଏ ଆପଣଙ୍କ ଅନ୍ତେ ସିଂହାସନରେ ବସିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କର୍ମ କି ମୋʼ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋʼ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ଏହି କର୍ମ କି ମୋ’ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋ’ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?