1 Kings 1:29 — Compare Translations

5 translations compared side by side

Odia - 1840
"ତା'ପରେ ରାଜା ଶପଥ କଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଜୀବିତ ଅଛନ୍ତି ପରମେଶ୍ବର ମାେତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି। ମୁଁ ଏହି ପ୍ରତିଜ୍ଞା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ଶପଥ କରି କହିଲେ, ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଶପଥ କଲେ, “ଯେପର୍ଯ୍ୟନ୍ତ ସଦାପ୍ରଭୁ ଜୀବିତ ଅଛନ୍ତି ପରମେଶ୍ୱର ମୋତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି। ମୁଁ ଏହି ପ୍ରତିଜ୍ଞା କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ