1 Kings 1:3 — Compare Translations

5 translations compared side by side

Odia - 1840
"ଏଣୁ ରାଜାଙ୍କର ଦାସମାନେ ଇଶ୍ରାୟେଲର ସମସ୍ତ ଅଞ୍ଚଳ ରେ ସୁନ୍ଦରୀ କନ୍ଯାର ଅନ୍ବଷେଣ କରିବା ଆରମ୍ଭ କରି ଦେଲେ। ଶଷେ ରେ ସେ ଶୁନମେୀୟା ନଗରରୁ ଅବୀଶଗ ନାମକ ଏକ ସୁନ୍ଦରୀ ୟୁବତୀ ପାଇଲେ ଓ ତାକୁ ରାଜାଙ୍କ ନିକଟକୁ ଘନେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ଵେଷଣ କରି ଶୁନେମୀୟା ଅବୀଶଗକୁ ପାଇ ରାଜାଙ୍କ ନିକଟକୁ ତାହାକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ରାଜାଙ୍କର ଦାସମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରିବା ଆରମ୍ଭ କରିଦେଲେ। ଶେଷରେ ସେ ଶୁନେମୀୟା ନଗରରୁ ଅବୀଶଗ ନାମକ ଏକ ସୁନ୍ଦରୀ ଯୁବତୀ ପାଇଲେ ଓ ତାକୁ ରାଜାଙ୍କ ନିକଟକୁ ଘେନି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।