1 Kings 1:32 — Compare Translations

5 translations compared side by side

Odia - 1840
"ତା'ପରେ ରାଜା ଦାଉଦ କହିଲେ, ସାଦୋକ ଯାଜକକୁ, ନାଥନ ଭବିଷ୍ଯଦ୍ବକ୍ତାଙ୍କୁ ଓ ଯିହାୟୋଦାରଦାର ପୁତ୍ର ବନାଯକୁ ମାେ ନିକଟକୁ ଡାକ। ଏଣୁ ସେ ତିନିଜଣ ରାଜାଙ୍କ ସମ୍ମୁଖକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ରାଜା କହିଲେ, ସାଦୋକ ଯାଜକକୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ କତିକି ଡାକ । ଏଣୁ ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ନୂତନ ରାଜାରୂପେ ମନୋନୀତ ତା’ପରେ ରାଜା ଦାଉଦ କହିଲେ, “ସାଦୋକ ଯାଜକକୁ, ନାଥନ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋ’ ନିକଟକୁ ଡାକ।” ଏଣୁ ସେ ତିନି ଜଣ ରାଜାଙ୍କ ସମ୍ମୁଖକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋ’ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।