1 Kings 1:33 — Compare Translations
5 translations compared side by side
Odia - 1840
"ତା'ପରେ ରାଜା ସମାନଙ୍କେୁ କହିଲେ, ମାରେସମସ୍ତ ଦାସମାନଙ୍କୁ ତୁମ୍ଭମାନଙ୍କ ସଙ୍ଗ ରେ ନଇେ ଓ ମାରେ ପୁତ୍ର ଶଲୋମନକୁ ମାେ ନିଜ ଖଚର ରେ ବସାଇ ଗୀହୋନ ଝରଣା ନିକଟକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନକୁ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ସେମାନଙ୍କୁ କହିଲେ, “ମୋର ସମସ୍ତ ଦାସମାନଙ୍କୁ ତୁମ୍ଭମାନଙ୍କ ସଙ୍ଗରେ ନେଇ ଓ ମୋର ପୁତ୍ର ଶଲୋମନକୁ ମୋ’ ନିଜ ଖଚରରେ ବସାଇ ଗୀହୋନ ଝରଣା ନିକଟକୁ ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋ’ ପୁତ୍ର ଶଲୋମନକୁ ମୋ’ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇ ଯାଅ।”