1 Kings 1:34 — Compare Translations
5 translations compared side by side
Odia - 1840
"ଆଉ ସଠାେରେ ଯାଜକ ସାଦୋକ ଓ ଭବିଷ୍ଯଦ୍ବକ୍ତା ନାଥନ ଶଲୋମନକୁ ଇଶ୍ରାୟେଲର ନୂତନ ରାଜା ରୂପେ ନିଶ୍ଚିଯ ଅଭିଷିକ୍ତ କରିବେ। ପୁଣି ତୁମ୍ଭମାନେେ ତୂରୀ ବଜାଇ କୁହ, 'ରାଜା ଶଲୋମନ ଦୀର୍ଘଜୀବି ହୁଅନ୍ତୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେଠାରେ ଯାଜକ ସାଦୋକ ଓ ଭବିଷ୍ୟଦ୍ବକ୍ତା ନାଥନ ଶଲୋମନକୁ ଇସ୍ରାଏଲର ନୂତନ ରାଜା ରୂପେ ନିଶ୍ଚୟ ଅଭିଷିକ୍ତ କରିବେ। ପୁଣି ତୁମ୍ଭେମାନେ ତୂରୀ ବଜାଇ କୁହ, ‘ରାଜା ଶଲୋମନ ଦୀର୍ଘଜୀବୀ ହୁଅନ୍ତୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।