1 Kings 1:35 — Compare Translations
5 translations compared side by side
Odia - 1840
"ତହିଁ ଉତ୍ତା ରେ ତୁମ୍ଭମାନେେ ତା' ସହିତ ଫରେିଆସ। ଶଲୋମନ ମାରେ ସିଂହାସନ ରେ ବସୁ ଓ ମାେ ସ୍ଥାନ ରେ ସେ ନୂଆ ରାଜା ହେଉ। ମୁଁ ଇଶ୍ରାୟେଲ ଓ ଯିହୁଦାର ନୂତନ ଶାସକ ରୂପେ ତାକୁ ମନୋନୀତ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ ସେ ମୋʼ ପଦରେ ରାଜା ହେବ; ଆଉ ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଉତ୍ତାରେ ତୁମ୍ଭେମାନେ ତା’ ସହିତ ଫେରି ଆସ। ଶଲୋମନ ମୋର ସିଂହାସନରେ ବସୁ ଓ ମୋ’ ସ୍ଥାନରେ ସେ ନୂଆ ରାଜା ହେଉ। ମୁଁ ଇସ୍ରାଏଲ ଓ ଯିହୁଦାର ନୂତନ ଶାସକ ରୂପେ ତାକୁ ମନୋନୀତ କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋ’ ସିଂହାସନରେ ବସୁ; କାରଣ, ସେ ମୋ’ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।