1 Kings 1:36 — Compare Translations
5 translations compared side by side
Odia - 1840
"ଏଥି ରେ ଯିହାୟୋଦାରଦାର ପୁତ୍ର ବନାଯ ରାଜାଙ୍କୁ ଉତ୍ତର କରି କହିଲା, ଏମନ୍ତ ହେଉ, ମାେ ମହାରାଜାଙ୍କୁ ସଦାପ୍ରଭୁ ପରମେଶ୍ବର ମଧ୍ଯ ଏପରି କୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, ଆମେନ୍; ମୋʼ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ଵର ମଧ୍ୟ ଏପରି କହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଏମନ୍ତ ହେଉ, ମୋ’ ମହାରାଜାଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କୁହନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍,” ମୋʼ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍,” ମୋ’ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।