1 Kings 1:37 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯେପରି ମାରେ ମହାରାଜାଙ୍କର ସହବର୍ତ୍ତା ହାଇେଅଛନ୍ତି, ସହେିପରି ସଦାପ୍ରଭୁ ଶ ଲୋମନଙ୍କର ମଧ୍ଯ ସହବର୍ତ୍ତୀ ହୁଅନ୍ତୁ। ରାଜା ଶ ଲୋମନଙ୍କର ରାଜ୍ଯ ମାରେ ମହାରାଜଙ୍କର ରାଜ୍ଯଠାରୁ ଅଧିକ ବଡ ଓ ଅଧିକ ଶକ୍ତିଶାଳୀ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେପରି ମୋର ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ସଦାପ୍ରଭୁ ଶଲୋମନଙ୍କର ମଧ୍ୟ ସହବର୍ତ୍ତୀ ହୁଅନ୍ତୁ। ରାଜା ଶଲୋମନଙ୍କର ରାଜ୍ୟ ମୋର ମହାରାଜଙ୍କର ରାଜ୍ୟଠାରୁ ଅଧିକ ବଡ଼ ଓ ଅଧିକ ଶକ୍ତିଶାଳୀ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେପରି ମୋ’ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋ’ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।