1 Kings 1:38 — Compare Translations

5 translations compared side by side

Odia - 1840
"ତେଣୁ ଯାଜକ ସାଦୋକ, ଭବିଷ୍ଯଦ୍ବକ୍ତା ନାଥନ ଓ ଯିହାୟୋଦାରଦାର ପୁତ୍ର ବନାଯ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀଯ ଆଦେଶ ପାଳନ କଲେ। ସମାନେେ ରାଜ ଶଲୋମନଙ୍କୁ ଦାଉଦଙ୍କର ଗଧ ଉପରେ ବସାଇ ଗୀହାନେ ଝରଣା ନିକଟକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଯିହୋୟାଦାର ପୁତ୍ର ବନାୟ ଓ କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାଜକ ସାଦୋକ, ଭବିଷ୍ୟ‌ଦ୍‌ବକ୍ତା ନାଥନ ଓ ଯିହୋୟାଦାର ପୁତ୍ର ବନାୟ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀୟ ଆଦେଶ ପାଳନ କଲେ। ସେମାନେ ଶଲୋମନଙ୍କୁ ରାଜା ଦାଉଦଙ୍କର ଗଧ ଉପରେ ବସାଇ ଗୀହୋନ ଝରଣା ନିକଟକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।