1 Kings 1:4 — Compare Translations

5 translations compared side by side

Odia - 1840
"ସହେି ୟୁବତୀ ଅତି ସୁନ୍ଦରୀ ଥିଲା। ସେ ରାଜାଙ୍କର ସବୋ ଓ ପରିଚର୍ୟ୍ଯା କଲା।ମାତ୍ର ରାଜା ଦାଉଦ ତା' ସହିତ ୟୌନ ସମ୍ପର୍କ ରଖିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଯୁବତୀ ଅତି ସୁନ୍ଦରୀ ଥିଲା। ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା। ମାତ୍ର ରାଜା ଦାଉଦ ତା’ ସହିତ ଯୌନ ସମ୍ପର୍କ ରଖିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।