1 Kings 1:40 — Compare Translations

5 translations compared side by side

Odia - 1840
"ତତ୍ପରେ ସମସ୍ତ ଲୋକ ଶଲୋମନଙ୍କ ପେଛ ପେଛ ନଗରକୁ ଗଲେ। ସମାନେେ ବହୁତ ଖୁସି ଥିଲେ ଓ ବଂଶୀ ବାଦନ କରି ଏପରି ମହାହର୍ଷନାଦ କଲେ ଯେ ପୃଥିବୀ ପ୍ରକମ୍ପିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମସ୍ତ ଲୋକ ତାହା ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶଦ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ସମସ୍ତ ଲୋକ ଶଲୋମନଙ୍କ ପଛେ ପଛେ ନଗରକୁ ଗଲେ। ସେମାନେ ବହୁତ ଖୁସୀ ଥିଲେ ଓ ବଂଶୀ ବାଦନ କରି ଏପରି ମହାହର୍ଷନାଦ କଲେ ଯେ ପୃଥିବୀ ପ୍ରକମ୍ପିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।