1 Kings 1:41 — Compare Translations
5 translations compared side by side
Odia - 1840
"ଏହି ସମୟରେ ଅଦୋନିଯ ଓ ତାହାର ସମସ୍ତ ନିମନ୍ତ୍ରିତ ଅତୀଥି ଭୋଜନ ସମାପ୍ତ କରିବା ସମୟରେ ସମାନେେ ତୂରୀ ଶଦ୍ଦ ଶୁଣିଲେ। ଯୋୟାବ ପଚାରିଲେ, ନଗର ରେ ଏହି କୋଳାହଳ ଶଦ୍ଦ କାହିଁକି ହେଉଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ । ଆଉ ଯୋୟାବ ତୂରୀ ଶଦ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶଦ୍ଦ କାହିଁକି ହେଉଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଅଦୋନିୟ ଓ ତାହାର ସମସ୍ତ ନିମନ୍ତ୍ରିତ ଅତୀଥି ଭୋଜନ ସମାପ୍ତ କରିବା ସମୟରେ ସେମାନେ ତୂରୀ ଶବ୍ଦ ଶୁଣିଲେ। ଯୋୟାବ ପଗ୍ଭରିଲେ, “ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?