1 Kings 1:42 — Compare Translations
5 translations compared side by side
Odia - 1840
"ଯୋୟାବ ଏହିକଥା କହୁଥିବା ବେଳେ ଯାଜକ ଅବିଯାଥର ପୁତ୍ର ଯୋନାଥନ ସଠାେରେ ପହଞ୍ଚିଲା। ଅଦୋନିଯ, ଭିତରକୁ ଡାକିଲା, ତୁମ୍ଭେ ଯୋଗ୍ଯ ପୁରୁଷ, ତୁମ୍ଭେ ନିଶ୍ଚିତ ସୁସମାଗ୍ଭର ଆଣିଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଏହିକଥା କହୁଥିବା ବେଳେ ଯାଜକ ଅବିୟାଥରର ପୁତ୍ର ଯୋନାଥନ ସେଠାରେ ପହଞ୍ଚିଲା। ଅଦୋନିୟ, “ଭିତରକୁ ଡାକିଲା, ତୁମ୍ଭେ ଯୋଗ୍ୟ ପୁରୁଷ, ତୁମ୍ଭେ ନିଶ୍ଚିତ ସୁସମାଗ୍ଭର ଆଣିଥିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”
Odia IRV 2017 (ଓଡିଆ ବାଇବେଲ)
ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”