1 Kings 1:43 — Compare Translations
5 translations compared side by side
Odia - 1840
"ମାତ୍ର ଯୋନାଥନ ଉତ୍ତର କଲେ, ଏହା ତୁମ୍ଭପାଇଁ ସୁସମାଗ୍ଭର ନୁହେଁ। ରାଜା ଦାଉଦ ଶଲୋମନଙ୍କୁ ନୂଆ ରାଜା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯୋନାଥନ ଉତ୍ତର କଲେ, “ଏହା ତୁମ୍ଭ ପାଇଁ ସୁସମାଗ୍ଭର ନୁହେଁ। ରାଜା ଦାଉଦ ଶଲୋମନଙ୍କୁ ନୂଆ ରାଜା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;