1 Kings 1:44 — Compare Translations

5 translations compared side by side

Odia - 1840
"ପୁଣି ରାଜା ଯାଜକ ସାଦୋକକୁ, ଭବିଷ୍ଯଦ୍ବକ୍ତା ନାଥନଙ୍କୁ, ଯିହାୟୋଦାରଦାର ପୁତ୍ର ବନାଯକୁ ଓ ରାଜାଙ୍କର ସମସ୍ତ କର୍ମଗ୍ଭରୀଗଣଙ୍କୁ ତାଙ୍କ ସହିତ ପଠାଇଲେ ଓ ସମାନେେ ତାଙ୍କୁ ରାଜାଙ୍କ ନିଜ ଖଚର ରେ ଆରୋହଣ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ସାଦୋକ ଯାଜକକୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜା ଯାଜକ ସାଦୋକକୁ, ଭବିଷ୍ୟ‌ଦ୍‌ବକ୍ତା ନାଥନଙ୍କୁ, ଯିହୋୟାଦାର ପୁତ୍ର ବନାୟକୁ ଓ ରାଜାଙ୍କର ସମସ୍ତ କର୍ମଗ୍ଭରୀଗଣଙ୍କୁ ତାଙ୍କ ସହିତ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;