1 Kings 1:45 — Compare Translations
5 translations compared side by side
Odia - 1840
"ତା'ପରେ ସାଦୋକ ଯାଜକ ଓ ନାଥନ ଭବିଷ୍ଯଦ୍ବକ୍ତା ଶଲୋମନଙ୍କୁ ଗୀହାନେ ଝରଣା ନିକଟରେ ଅଭିଷକେ କରାଇଲେ। ତା'ପରେ ସମାନେେ ନଗର ରେ ପ୍ରବେଶ କଲେ ଓ ଲୋକମାନେ ତାଙ୍କ ପଶ୍ଚାଧାବନ କଲେ। ବର୍ତ୍ତମାନ ସମସ୍ତ ନଗରବାସୀ ମହାଆନନ୍ଦିତ ଓ ସହେି ଆନନ୍ଦଧ୍ବନି ତୁମ୍ଭେ ଶୁଣୁଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶଦ୍ଦରେ ନଗର ପରିପୂର୍ଣ୍ଣ ହେଲା । ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶଦ୍ଦ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ଶଲୋମନଙ୍କୁ ଗୀହୋନ ଝରଣା ନିକଟରେ ଅଭିଷେକ କରାଇଲେ। ତା’ପରେ ସେମାନେ ନଗରରେ ପ୍ରବେଶ କଲେ ଓ ଲୋକମାନେ ତାଙ୍କ ପଶ୍ଚାତ୍ଧାବନ କଲେ। ବର୍ତ୍ତମାନ ସମସ୍ତ ନଗରବାସୀ ମହାଆନନ୍ଦିତ ଓ ସେହି ଆନନ୍ଦଧ୍ୱନି ତୁମ୍ଭେ ଶୁଣୁଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।