1 Kings 1:46 — Compare Translations

5 translations compared side by side

Odia - 1840
"ଶଲୋମନ ସିଂହାସନ ଉପରେ ବସିଛନ୍ତି, ଏପରିକି ରାଜକର୍ମଗ୍ଭରୀଗଣ ରାଜା ଦାଉଦଙ୍କୁ ଅଭିବାଦନ ଜଣାଉଛନ୍ତି। ସମାନେେ କହୁଛନ୍ତି, 'ରାଜା ଦାଉଦ, ତୁମ୍ଭେ ଜଣେ ମହାନ୍ ରାଜା। ଆମ୍ଭମାନେେ ତୁମ୍ଭର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ, ଶଲୋମନକୁ ତୁମ୍ଭ ଅପେକ୍ଷା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ସିଂହାସନ ଉପରେ ବସିଛନ୍ତି, ଏପରିକି ରାଜକର୍ମଗ୍ଭରୀଗଣ ରାଜା ଦାଉଦଙ୍କୁ ଅଭିବାଦନ ଜଣାଉଛନ୍ତି। ସେମାନେ କହୁଛନ୍ତି, ‘ରାଜା ଦାଉଦ, ତୁମ୍ଭେ ଜଣେ ମହାନ ରାଜା। ଆମ୍ଭେମାନେ ତୁମ୍ଭର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ, ଶଲୋମନକୁ ତୁମ୍ଭ ଅପେକ୍ଷା ମହାନ କରନ୍ତୁ। ମହାନ ରାଜା ତୁମ୍ଭର ପରମେଶ୍ୱର ତୁମ୍ଭଠାରୁ ତାଙ୍କୁ ଅଧିକ ଖ୍ୟାତ କରନ୍ତୁ ଓ ତାଙ୍କର ସାମ୍ରାଜ୍ୟ ତୁମ୍ଭ ଅପେକ୍ଷା ଅଧିକ ବଡ଼ ଓ ଶକ୍ତିଶାଳୀ ହେଉ।’ ରାଜା ଦାଉଦ ମଧ୍ୟ ଶଯ୍ୟାରେ ଥାଇ ମଥାନତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।