1 Kings 1:47 — Compare Translations
4 translations compared side by side
Odia - 1840
"ମହାନରାଜା ତୁମ୍ଭର ପରମେଶ୍ବର ତୁମ୍ଭଠାରୁ ତାଙ୍କୁ ଅଧିକ ଖ୍ଯାତ କରନ୍ତୁ ଓ ତାଙ୍କର ସାମ୍ରାଜ୍ଯ ତୁମ୍ଭ ଅପେକ୍ଷା ଅଧିକ ବଡ ଓ ଶକ୍ତିଶାଳୀ ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ଆପଣଙ୍କ ପରମେଶ୍ଵର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ; ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ‘ଆପଣଙ୍କ ପରମେଶ୍ୱର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ,’ ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)