1 Kings 1:48 — Compare Translations
5 translations compared side by side
Odia - 1840
"ରାଜା କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ପ୍ରଶଂସା କର, ସେ ଆଜି ମାରେ ସିଂହାସନ ରେ ମାରେ ପୁତ୍ରମାନଙ୍କ ମଧ୍ଯରୁ ଜଣଙ୍କୁ ବସାଇଲେ, ଏହା ଦେଖିବା ପାଇଁ ସେ ମାେତେ ଜୀବିତ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମଧ୍ୟ ରାଜା ଏପରି କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ପ୍ରଶଂସା କର, ସେ ଆଜି ମୋର ସିଂହାସନରେ ମୋର ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ବସାଇଲେ, ଏହା ଦେଖିବା ପାଇଁ ସେ ମୋତେ ଜୀବିତ ରଖିଲେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”
Odia IRV 2017 (ଓଡିଆ ବାଇବେଲ)
ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋ’ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”