1 Kings 1:5 — Compare Translations

5 translations compared side by side

Odia - 1840
"ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିଯ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ଯନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହବୋକୁ ସ୍ଥିର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ହାଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, ମୁଁ ରାଜା ହେବି; ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ଵାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପାଞ୍ଚଶହ ଜଣ ପ୍ରସ୍ତୁତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିୟ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ୟନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହେବାକୁ ସ୍ଥିର କଲେ। ସେ ଗୋଟିଏ ରଥ, ଅଶ୍ୱାରୋହୀଗଣ ଓ ସମ୍ମୁଖରେ ଦୌଡ଼ିବା ପାଇଁ ପଗ୍ଭଶ୍ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କେବେ ଅଦୋନିୟଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। “ଏପରିକି ସେ ତାଙ୍କୁ ପଗ୍ଭରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।