1 Kings 1:50 — Compare Translations
5 translations compared side by side
Odia - 1840
"ଅଦୋନିଯ ମଧ୍ଯ ଭୟ କଲା। କାରଣ ସେ ଶଲୋମନଙ୍କୁ ଭୟ କରୁଥିଲା। ତେଣୁ ସେ ଉଠିୟାଇ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କଲା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଅବଲମ୍ଵନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଦୋନିୟ ମଧ୍ୟ ଭୟ କଲା। କାରଣ ସେ ଶଲୋମନଙ୍କୁ ଭୟ କରୁଥିଲା। ତେଣୁ ସେ ଉଠିଯାଇ ଯଜ୍ଞବେଦିର ଶିଙ୍ଗକୁ ଅବଲମ୍ବନ କଲା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।