1 Kings 1:51 — Compare Translations
5 translations compared side by side
Odia - 1840
"ତା'ପରେ କହେି ଜଣେ ଶ ଲୋମନକୁ ସମ୍ବାଦ ଦଲୋ, ଅଦୋନୀଯ ତୁମ୍ଭକୁ ଭୟ କରୁଛି। ତେଣୁ ସେ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କରିଅଛି। ସେ ଛାଡିବା ପାଇଁ ମନା କରି କହୁଛିନ୍ତି, 'ଶଲୋମନ ରାଜା ଆପଣା ଦାସ ଅଦୋନିଯକୁ ହତ୍ଯା କରିବେ ନାହିଁ ବୋଲି ପ୍ରତିଜ୍ଞା କୁହନ୍ତୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ଵନ କରି କହୁଅଛି, ଶଲୋମନ ରାଜା ଯେ ଆପଣା ଦାସକୁ ଖଡ଼୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ କେହି ଜଣେ ଶଲୋମନକୁ ସମ୍ବାଦ ଦେଲା, “ଅଦୋନୀୟ ତୁମ୍ଭକୁ ଭୟ କରୁଅଛି। ତେଣୁ ସେ ଯଜ୍ଞବେଦିର ଶିଙ୍ଗକୁ ଅବଲମ୍ବନ କରିଅଛି। ସେ ଛାଡ଼ିବା ପାଇଁ ମନା କରି କହୁଅଛି, ‘ଶଲୋମନ ରାଜା ଆପଣା ଦାସ ଅଦୋନିୟକୁ ହତ୍ୟା କରିବେ ନାହିଁ ବୋଲି ପ୍ରତିଜ୍ଞା କରି କୁହନ୍ତୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ।’”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋ’ ନିକଟରେ ଶପଥ କରନ୍ତୁ।’”