1 Kings 1:53 — Compare Translations

5 translations compared side by side

Odia - 1840
"ତା'ପରେ ରାଜା ଶଲୋମନ କେତକେ ଲୋକଙ୍କୁ ଅଦୋନିଯ ନିକଟକୁ ପଠାଇଲେ। ସମାନେେ ଅଦୋନିଯକୁ ଶ ଲୋମନ ନିକଟକୁ ଆଣିଲେ। ଅଦୋନିଯ ରାଜା ଶଲୋମନଙ୍କୁ ପ୍ରମାଣ କଲା। ଶଲୋମନ ତାହାକୁ କହିଲେ, ନିଜ ଘରକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ । ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି ଶଲୋମନ ତାହାକୁ କହିଲେ, ଆପଣା ଘରକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଶଲୋମନ କେତେକ ଲୋକଙ୍କୁ ଅଦୋନିୟ ନିକଟକୁ ପଠାଇଲେ। ସେମାନେ ଅଦୋନିୟକୁ ଶଲୋମନ ନିକଟକୁ ଆଣିଲେ। ଅଦୋନିୟ ରାଜା ଶଲୋମନଙ୍କୁ ପ୍ରଣାମ କଲା। ଶଲୋମନ ତାହାକୁ କହିଲେ, “ନିଜ ଘରକୁ ଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”