1 Kings 1:6 — Compare Translations

4 translations compared side by side

Odia - 1840
"ସେ ଗୋଟିଏ ରଥ, ଅଶ୍ବାରୋହୀଗଣ ଓ ସମ୍ମୁଖ ରେ ଦୌଡିବା ପାଇଁ ପଗ୍ଭଶ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କବେେ ଅଦୋନିଯଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। ଏପରିକି ସେ ତାଙ୍କୁ ପଚାରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ । ସେ ମଧ୍ୟ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।