1 Kings 1:7 — Compare Translations

5 translations compared side by side

Odia - 1840
"ପୁଣି ସେ ସରୁଯାର ପୁତ୍ର ଯୋୟାବ ଓ ଅବିଯାଥର ଯାଜକ ସହିତ ପରାମର୍ଶ କଲେ। ସମାନେେ ଅଦୋନିଯର ଅନୁଗତ ହାଇେ ତାଙ୍କୁ ରାଜା କରିବାକୁ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସରୁୟାର ପୁତ୍ର ଯୋୟାବ ଓ ଅବିୟାଥର ଯାଜକ ସହିତ ପରାମର୍ଶ କଲେ। ସେମାନେ ଅଦୋନିୟର ଅନୁଗତ ହୋଇ ତାଙ୍କୁ ରାଜା କରିବାକୁ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।