1 Kings 1:8 — Compare Translations
5 translations compared side by side
Odia - 1840
"ମାତ୍ର ସାଦୋକ ଯାଜକ, ଯିହାୟୋଦାରଦାର ପୁତ୍ର ବନାଯ, ନାଥନ ଭବିଷ୍ଯଦ୍ବକ୍ତା, ଶିମିଯି, ରଯେି ଓ ଦାଉଦଙ୍କର ସ୍ବତନ୍ତ୍ର ପ୍ରହପୀଗଣ ଅଦୋନିଯଙ୍କୁ ସମର୍ଥନ କରି ନ ଥିଲେ। ସମାନେେ ଦାଉଦଙ୍କର ବିଶ୍ବସ୍ତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସାଦୋକ ଯାଜକ, ଯିହୋୟାଦାର ପୁତ୍ର ବନାୟ, ନାଥନ ଭବିଷ୍ୟଦ୍ବକ୍ତା, ଶିମିୟି, ରେୟି ଓ ଦାଉଦଙ୍କର ସ୍ୱତନ୍ତ୍ର ପ୍ରହରୀଗଣ ଅଦୋନିୟଙ୍କୁ ସମର୍ଥନ କରି ନ ଥିଲେ। ସେମାନେ ଦାଉଦଙ୍କର ବିଶ୍ୱସ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।