1 Kings 1:9 — Compare Translations

5 translations compared side by side

Odia - 1840
"ଥରେ ଅଦୋନିଯ ଐନ ରୋଗଲରେ ପାଶର୍‌ବସ୍ଥ ସୋ ହେଲତ ପଥର ନିକଟରେ ମଷେ, ବୃକ୍ଷ ଓ ପୁଷ୍ଟ ବାଛୁରୀ ମାରି ନିଜର ଭ୍ରାତା ରାଜପୁତ୍ରମାନଙ୍କୁ ଓ ଯିହୁଦା ରାଜାଙ୍କର ସମସ୍ତ କର୍ମଗ୍ଭରୀମାନଙ୍କୁ ଉତ୍ସର୍ଗ କରିଥିବା ପଶୁର ମାଂସ ଖାଇବା ପାଇଁ ନିମନ୍ତ୍ରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅଦୋନୀୟ ଐନରୋଗେଲର ପାର୍ଶ୍ଵସ୍ଥ ସୋହେଲତ୍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଥରେ ଅଦୋନିୟ ଐନରୋଗଲେର ପାର୍ଶ୍ୱସ୍ଥ ସୋହେଲତ ପଥର ନିକଟରେ ମେଷ, ବୃଷ ଓ ପୁଷ୍ଟ ବାଛୁରି ମାରି ନିଜର ଭ୍ରାତା ରାଜପୁତ୍ରମାନଙ୍କୁ ଓ ଯିହୁଦା ରାଜାଙ୍କର ସମସ୍ତ କର୍ମଗ୍ଭରୀମାନଙ୍କୁ ଉତ୍ସର୍ଗ କରିଥିବା ପଶୁର ମାଂସ ଖାଇବା ପାଇଁ ନିମନ୍ତ୍ରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ଵସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।