1 Kings 10:1 — Compare Translations
5 translations compared side by side
Odia - 1840
"ଅନନ୍ତର ଶିବା ଦେଶ ରେ ରାଣୀ ସଦାପ୍ରଭୁଙ୍କ ପ୍ରିଯ ଶଲୋମନଙ୍କ ସୁଖ୍ଯାତି ଶୁଣି କଠିନ ପ୍ରଶ୍ନଦ୍ବାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ଵନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ଵାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶିବାର ରାଣୀ ଶଲୋମନଙ୍କୁ ସାକ୍ଷାତ କରିବାକୁ ଆସିଲେ ଅନନ୍ତର ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ପ୍ରିୟ ଶଲୋମନଙ୍କ ସୁଖ୍ୟାତି ଶୁଣି କଠିନ ପ୍ରଶ୍ନଦ୍ୱାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।