1 Kings 10:11 — Compare Translations
5 translations compared side by side
Odia - 1840
"ହୀରମଙ୍କର ଜାହାଜ ରେ ଓଫୀରରୁ ସୁନା ଆସିଥିଲା ସହେି ସବୁ ଜାହାଜ ରେ ମଧ୍ଯ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହୀରମ୍ର ଯେ ଯେ ଜାହାଜରେ ଓଫୀରରୁ ସୁନା ଆସିଲା, ସେସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ହୀରମଙ୍କର ଜାହାଜରେ ଓଫୀରରୁ ସୁନା ଆସିଥିଲା, ସେହିସବୁ ଜାହାଜରେ ମଧ୍ୟ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହୂରମ୍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ହୂରମ୍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।