1 Kings 10:12 — Compare Translations

5 translations compared side by side

Odia - 1840
"ସହେି ଚନ୍ଦନ କାଠ ରେ ରାଜା ସଦାପ୍ରଭୁଙ୍କ ଗୃହର ଓ ରାଜ ଗୃହର ସ୍ତମ୍ଭ ଓ ଗାଯକମାନଙ୍କ ପାଇଁ ବୀଣା ଓ ବେ ହେଲା ନିର୍ମାଣ କଲେ। ଏ ପ୍ରକାର ଚନ୍ଦନ କାଠ କହେି କବେେ ପୂର୍ବରୁ ଇଶ୍ରାୟେଲକୁ ଆଣି ନଥିଲେ ଏବଂ ତାପରଠାରୁ କହେି ସହେିପରି ଚନ୍ଦନକାଠ ପୁନର୍ବାର ଦେଖି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜିଯାଏ କେବେ ଆସି ନାହିଁ କି ଦେଖା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଚନ୍ଦନ କାଠରେ ରାଜା ସଦାପ୍ରଭୁଙ୍କ ଗୃହର ଓ ରାଜ ଗୃହର ସ୍ତମ୍ଭ ଓ ଗାୟକମାନଙ୍କ ପାଇଁ ବୀଣା ଓ ବେହେଲା ନିର୍ମାଣ କଲେ। ଏ ପ୍ରକାର ଚନ୍ଦନ କାଠ କେହି କେବେ ପୂର୍ବରୁ ଇସ୍ରାଏଲକୁ ଆଣି ନ ଥିଲେ ଏବଂ ତା’ପରଠାରୁ କେହି ସେହିପରି ଚନ୍ଦନକାଠ ପୁନର୍ବାର ଦେଖି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖାଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖା ଯାଇ ନାହିଁ।