1 Kings 10:13 — Compare Translations

5 translations compared side by side

Odia - 1840
"ତତ୍ପରେ ଶଲୋମନ ରାଜା ଶିବାର ରାଣୀଙ୍କୁ ରାଜ ଯୋଗ୍ଯ ଉପହାରମାନ ଦେଲେ। ଆଉ ମଧ୍ଯ ରାଣୀଙ୍କ ମାଗିବାନୁସା ରେ ସେ ସମସ୍ତ ଜିନିଷ ଦେଲେ। ଏହାପରେ ରାଣୀ ଓ ତାଙ୍କର ଦାସମାନେ ସ୍ବଦେଶକୁ ପ୍ରତ୍ଯାବର୍ତ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ । ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ଶଲୋମନ ରାଜା ଶିବାର ରାଣୀଙ୍କୁ ରାଜ ଯୋଗ୍ୟ ଉପହାରମାନ ଦେଲେ। ଆଉ ମଧ୍ୟ ରାଣୀଙ୍କ ମାଗିବାନୁସାରେ ସେ ସମସ୍ତ ଜିନିଷ ଦେଲେ। ଏହା ପରେ ରାଣୀ ଓ ତାଙ୍କର ଦାସମାନେ ସ୍ୱଦେଶକୁ ପ୍ରତ୍ୟାବର୍ତ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।