1 Kings 10:14 — Compare Translations
5 translations compared side by side
Odia - 1840
"ପ୍ରତିବର୍ଷ ରାଜା ଶଲୋମନଙ୍କ ନିକଟକୁ 666 ତୋଳା ସୁନା ଆସୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳ; ପରିମିତ ସୁବର୍ଣ୍ଣ ଆସେ ।
Odia Bible ERV 2004 (ପବିତ୍ର ବାଇବଲ)
Solomon’s Great Wealth ପ୍ରତି ବର୍ଷ ରାଜା ଶଲୋମନଙ୍କ ନିକଟକୁ 666 ତୋଳା ସୁନା ଆସୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁବର୍ଣ୍ଣ ଆସେ।
Odia IRV 2017 (ଓଡିଆ ବାଇବେଲ)
ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁବର୍ଣ୍ଣ ଆସେ।