1 Kings 10:15 — Compare Translations
5 translations compared side by side
Odia - 1840
"କାର୍ଗ ଜାହାଜର ସୁବର୍ଣ୍ଣ ବ୍ଯତୀତ ରାଜା ଶଲୋମନ ମିଶ୍ରୀତ ରାଜାଗଣଙ୍କଠାରୁ ଓ ଅନ୍ୟ ଶାସକମାନଙ୍କଠାରୁ ଓ ବଣିକମାନଙ୍କ ବ୍ଯବସାଯରୁ ସୁବର୍ଣ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
କାର୍ଗ ଜାହାଜର ସୁବର୍ଣ୍ଣ ବ୍ୟତୀତ ରାଜା ଶଲୋମନ ମିଶ୍ରିତ ରାଜାଗଣଙ୍କଠାରୁ ଓ ଅନ୍ୟ ଶାସକମାନଙ୍କଠାରୁ ଓ ବଣିକମାନଙ୍କ ବ୍ୟବସାୟରୁ ସୁବର୍ଣ୍ଣ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।