1 Kings 10:16 — Compare Translations

5 translations compared side by side

Odia - 1840
"ସେ ମଧ୍ଯ ପିଟା ସୁନା ରେ 200 ବଡ ଢାଲ ପ୍ରସ୍ତୁତ କଲେ। ପ୍ରତି ଢାଲ ରେ 600 ଶକେଲ ସୁନା ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶଲୋମନ ରାଜା ପିଟା-ସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ ସୁନା ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମଧ୍ୟ ପିଟା ସୁନାରେ 200 ବଡ଼ ଢାଲ ପ୍ରସ୍ତୁତ କଲେ। ପ୍ରତି ଢାଲରେ 600 ଶେକଲ ସୁନା ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ ସୁନା ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ ସୁନା ଲାଗିଲା।