1 Kings 10:17 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ସେ ପିଟା ସୁନା ରେ 300 େଛାଟ ଢାଲ ପ୍ରସ୍ତୁତ କଲେ ଓ ପ୍ରତି ଢାଲ ରେ 300 ସରେ ସୁନା ଲାଗିଲା। ରାଜା ସେ ସବୁକୁ ଲିବା ନୋନ-ଅରଣ୍ଯ ନାମକ ଗୃହ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ପିଟା-ସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ଶହ ସେର ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ-ଗୃହରେ ତାହାସବୁ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେ ପିଟା ସୁନାରେ 300 ଛୋଟ ଢାଲ ପ୍ରସ୍ତୁତ କଲେ ଓ ପ୍ରତି ଢାଲରେ 300 ସେର ସୁନା ଲାଗିଲା। ରାଜା ସେ ସବୁକୁ ଲିବାନୋନ-ଅରଣ୍ୟ ନାମକ ଗୃହରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ-ଗୃହରେ ତାହାସବୁ ରଖିଲେ।